ଲଙେ ଆଞନଙ୍ବର୍
Verse of the day
ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ
Colossians 1:9